ରଣପୁରର ମାନ୍ୟବର ବିଧାୟିକା ଶ୍ରୀମତୀ ସୁରମା ପାଢ଼ୀ ଓଡ଼ିଶା ବିଧାନସଭାର ନୂତନ ବାଚସ୍ପତି ଭାବରେ ସର୍ବସମ୍ମତି କ୍ରମେ ନିର୍ବାଚିତ ହୋଇଥିବାରୁ ତାଙ୍କୁ ଅନେକ ଅନେକ ଶୁଭେଚ୍ଛା ଏବଂ ଅଭିନନ୍ଦନ।
ତାଙ୍କର ପୂର୍ବ ଅଭିଜ୍ଞତା ଏବଂ କାର୍ଯ୍ୟଦକ୍ଷତା ପବିତ୍ର ଗୃହକୁ ସୁଚାର ରୂପେ ପରିଚାଳନା କରିବା ପାଇଁ ସହାୟକ ହେବ ବୋଲି ଆଶା କରୁଛି।

