• Wed. Nov 12th, 2025

ସାମ୍ବାଦିକ ସଚ୍ଚିଦାନନ୍ଦ ପ୍ରଧାନ ଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଶୋକ l

ByDaman TV

Sep 25, 2024
Oplus_131072
Spread the love


ତାଳଚେର /କଣିହାଁ :ତା 25/9: ତାଳଚେର କଣିହାଁ ଅଞ୍ଚଳର ବରିଷ୍ଠ ସାମ୍ବାଦିକ ଧରିତ୍ରୀ ଖବରକାଗଜ ର ପ୍ରତିନିଧି ସାମ୍ବାଦିକ ସଚ୍ଚିଦାନନ୍ଦ ପ୍ରଧାନଙ୍କ ର ବୁଧବାର ଅକାଳ ବିୟୋଗ ଘଟିଛି |ତାଙ୍କରି ମୃତ୍ୟୁ ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକଟ କରିଛନ୍ତି |କଣିହାଁ ଅଂଚଳ ର ବରିଷ୍ଠ ସାମ୍ବାଦିକ ସଚ୍ଚିଦାନନ୍ଦ ପ୍ରଧାନ ଙ୍କର ଅକାଳ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସେ ଜଣେ ସ୍ନେହୀ, ମିଷ୍ଟଭାଷୀ ଏବଂ ଅମାୟିକ ସ୍ୱଭାବର ବ୍ୟକ୍ତି ଥିଲେ । ସାମ୍ବାଦିକତା କ୍ଷେତ୍ରରେ ତାଙ୍କର କାର୍ଯ୍ୟ ଗୁଡ଼ିକ ସବୁ ଦିନ ପାଇଁ ମନେରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ବୋଲି ଶ୍ରୀ ପ୍ରଧାନ ଶୋକ ବାର୍ତ୍ତା ରେ ପ୍ରକାଶ କରିଛନ୍ତି |

Leave a Reply

Your email address will not be published. Required fields are marked *