• Tue. Nov 11th, 2025

ପଞ୍ଚାୟତ ପ୍ରତିନିଧିଙ୍କୁ ମିଳିବ ସହାୟତା ରାଶି

ByDaman TV

Jul 17, 2025
Oplus_16777216
Spread the love

ପଞ୍ଚାୟତ ପ୍ରତିନିଧିଙ୍କ ମୃତ୍ୟୁ ହେଲେ ୨ ଲକ୍ଷ: ମୁଖ୍ୟମନ୍ତ୍ରୀ
ପଞ୍ଚାୟତ ପ୍ରତିନିଧିଙ୍କର କାର୍ଯ୍ୟ ଅବଧିରେ ମୃତ୍ୟୁ ହେଲେ ମିଳିବ ୨ ଲକ୍ଷ ଟଙ୍କା lମୃତ୍ୟୁ ହେଲେ କିମ୍ବା ଅକ୍ଷମ ହେଲେ ମିଳିବ ଅନୁକମ୍ପା ରାଶି lୱାର୍ଡ ମେମ୍ବରଙ୍କଠୁ ଆରମ୍ଭ କରି ଜିଲ୍ଲା ପରିଷଦ ସଭାପତି ପର୍ଯ୍ୟନ୍ତ ଅନ୍ତର୍ଭୁକ୍ତ lକୌଣସି କାରଣରୁ ମୃତ୍ୟୁ ଘଟିଲେ ନିକଟ ସମ୍ପର୍କୀୟଙ୍କୁ ମିଳିବ ୨ ଲକ୍ଷ ଟଙ୍କା lଉଭୟ ହାତ , ଗୋଡ , ଆଖି ନଷ୍ଟ ହେଲେ ବି ୨ ଲକ୍ଷ ଅନୁକମ୍ପା ରାଶି ମିଳିବ lଗୋଟିଏ ହାତ କିମ୍ବା ଗୋଡ଼ ନଷ୍ଟ ହେଲେ ୧ ଲକ୍ଷ ଟଙ୍କାର ସହାୟତା lଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହେଲା ସୂଚନା l

Leave a Reply

Your email address will not be published. Required fields are marked *