ନୂଆପଡା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ବ୍ୟାପକ ତଲାସୀ ଅଭିଯାନ l ୧କୋଟି ୨୯ଲକ୍ଷ ୪୮ ହଜାର ୧୦୬ ଟଙ୍କା ମୂଲ୍ୟର ଅବକାରୀ ସାମଗ୍ରୀ , ୧୧ ବାଇକ୍ ଓ ଏବଂ ଏକ ଚାରିଚକିଆ ଯାନ ଜବତ l
ନୂଆପଡା, ତା ୦୮ /୧୧ନୂଆପଡା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ବ୍ୟାପକ ତଲାସୀ ଅଭିଯାନ ଚାଲିଛି l ଗତ ୦୭ ତାରିଖ ରେ ବିଭାଗୀୟ ଅଧିକାରୀ…
